www.samajalive.in
Wednesday, December 10, 2025
16.1 C
Bhubaneswar

୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ

ଭୁବନେଶ୍ଵର: ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ଝାରସୁଗୁଡା, କଳାହାଣ୍ଡି , ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲା। ସେପଟେ ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ଶୀତ ଅନୁଭୁତ ହେବ। ଏହାପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ରେକର୍ଡ ହୋଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories