www.samajalive.in
Wednesday, December 10, 2025
23.1 C
Bhubaneswar

ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ; ଆରପିଏଫ ଏଏସଆଇ ଗିରଫ

ସମାଜ ଡିଜିଟାଲ ଡେସ୍କ: ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ଵର ଆରପିଏଫ ଏଏସଆଇ। ଜଗତସିଂହପୁରର ଜଣେ ଯୁବତୀଙ୍କ ଅଭିଯୋଗ ଆଧାରରେ ଭୁବନେଶ୍ୱର ଆରପିଏଫ ଏଏସଆଇ ନିରଞ୍ଜନ ଜେନା ଗିରଫ ହୋଇଛନ୍ତି।

ଅଭିଯୋଗ ଅନୁସାରେ, ଯୁବତୀ ଜଣକ ୨ ଦିନ ପୁର୍ବରୁ ଟ୍ରେନରେ ଆସି ଭୁବନେଶ୍ଵର ଷ୍ଟେସନରେ ଓହ୍ଲାଇଥିଲେ। ହଷ୍ଟେଲ ବନ୍ଦ ଥିବାରୁ ସେ ଆରପିଏଫ ଥାନାକୁ ଯାଇଥିଲେ। ସେଠାରେ ଏଏସଆଇ ନିରଞ୍ଜନ ନିଜ ରୁମ୍‌ରେ ଯୁବତୀଙ୍କୁ ରହିବା ପାଇଁ କହିଥିଲେ। ଯୁବତୀ ରୁମ୍‌କୁ ଯିବାପରେ ନିରଞ୍ଜନ ତାଙ୍କୁ ଅସଦାଚରଣ କରିଥିଲେ। ଭୟଭୀତ ହୋଇ ଯୁବତୀ ଜଣକ ପିସିଆରକୁ ଫୋନ୍‌ କରିଥିଲେ। ପିସିଆର ଆସି ଯୁବତୀଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଜିଆରପି ଥାନାରେ ଅଭିଯୋଗ ପରେ ଏଏସଆଇ ନିରଞ୍ଜନକୁ ଗିରଫ କରିଛି ପୁଲିସ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories