www.samajalive.in
Sunday, December 14, 2025
26.1 C
Bhubaneswar

କୋଟିଏରୁ ଅଧିକ ଟଙ୍କାର ମୋବାଇଲ୍‌ ଲୁଟ୍‌

ମାଲକାନଗିରି : କାନ୍ଥ ଭାଙ୍ଗି କୋଟିଏରୁ ଅଧିକ ଟଙ୍କାର ମୋବାଇଲ୍‌ ଲୁଟ୍‌ ହୋଇଥିବା ବୁଧବାର ଅଭିଯୋଗ ହୋଇଛି । ମାଲକାନଗିରି ସହର ସ୍ଥିତ ଏକ ମୋବାଇଲ୍‌ ଦୋକାନରୁ ଲୁଟ୍‌ ହୋଇଛି। ପାଖ ଜଙ୍ଗଲରେ ଖୋଳ ଫୋପାଡି ମୋବାଇଲ୍‌ ନେଇଗଲେ ଲୁଟେରା। ଲୁଟ୍‌ ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ସିସିଟିଭି ଫୁଟେଜ୍‌ ଆଧାରରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

୧୦୦ ବର୍ଷ ପରେ ରାହୁ-ମଙ୍ଗଳଙ୍କ ଚଳନ ; ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ, ହେବ ଧନବର୍ଷା, ସୁଖମୟ ବୈବାହିକ ଜୀବନ..

ରସୁଲଗଡ ହତ୍ୟାକାଣ୍ଡ ଘଟଣା; ୩ ଅଟକ

- Advertisement -

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories