www.samajalive.in
Saturday, December 6, 2025
15.1 C
Bhubaneswar

୩ଦିନ ପରେ କମିବ ଶୀତ, ବଢିବ ତାପମାତ୍ରା : ଘନ କୁହୁଡି ନେଇ ସତର୍କତା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ଶୀତ ଅନୁଭୂତ ହେଉଛି। ଗତ ଦୁଇଦିନ ହେଲା ରାତି ତାପମାତ୍ରା ବଢ଼ିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ଯେ, ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ; ପରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଫଳରେ ଶୀତ ପ୍ରକୋପ ଆହୁରି କମିବ। ଆଗାମୀ ୩ ଦିନ ଯାଏଁ କେତେକ ଜିଲାରେ କୁହୁଡ଼ି ପଡ଼ିବ। ଆଜି ସକାଳେ କେନ୍ଦୁଝର, ଝାରସୁଗୁଡ଼ା, କଳାହାଣ୍ଡି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହୋଇଛି। । ସୁନ୍ଦରଗଡ଼ ଏବଂ କନ୍ଧମାଳ ଜିଲାର କିଛି ଅଞ୍ଚଳରେ ଘନକୁହୁଡ଼ି ଦେଖିବାକୁ ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories