www.samajalive.in
Wednesday, December 10, 2025
26.1 C
Bhubaneswar

କୁମ୍ଭମେଳା ପାଇଁ ଓଡ଼ିଶାରୁ ଗଡ଼ିବ ବସ୍

ଭୁବନେଶ୍ବର : ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରୁ ୮ଟି ବସ୍ ଗଡିବ । ଏନେଇ ସୂଚନା ଦେଇଛନ୍ତି ଓଏସଆରଟିସି ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ । ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୮ଟି ବସ୍ ଗଡିବ । ପ୍ରତି ଯାତ୍ରୀଙ୍କ ପାଇଁ ୫ ହଜାରରୁ ଉର୍ଦ୍ଧ୍ବ ଟିକେଟ୍ ଚାର୍ଜ ରହିଛି । ତେବେ ଏଥିରେ ମହିଳାଙ୍କ ପାଇଁ ୫୦ ପ୍ରତିଶତ ରିହାତି ରହିଛି । ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ବସ୍ ଅଯୋଧ୍ୟା ଯାତ୍ରା କରିବ ବୋଲି ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories