www.samajalive.in
Wednesday, December 10, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ପବିତ୍ର ଶାମ୍ବ ଦଶମୀ : ସୂର୍ଯ୍ୟ ପୂଜା ପାଇଁ ଚଳଚଞ୍ଚଳ ଅର୍କକ୍ଷେତ୍ର କୋଣାର୍କ , ଅନୁଷ୍ଠିତ ହେଉଛି ସୂର୍ଯ୍ୟ ରଥଯାତ୍ରା ଓ ସୌର ମହାଯଜ୍ଞ..

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ହେବେ ସାମିଲ୍‌..

- Advertisement -

ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ..
-ଆମେ ପ୍ରବାସୀ ଭାରତୀୟଙ୍କ ପାଇଁ ଗର୍ବିତ ବୋଲି କହିଲେ ପ୍ରଧାନମନ୍ତ୍ରୀ
-ପ୍ରବାସୀଙ୍କ ସମୃଦ୍ଧି ଓ ସୁରକ୍ଷା ଆମ ଗୁରୁତ୍ଵ..

-ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ ହେଉଛି ଓଡ଼ିଶା
-ଖଣ୍ଡଗିରି, ଉଦୟଗିରି, କୋଣାର୍କକୁ ଦେଖିଲେ ଗର୍ବ ଅନୁଭବ ହୁଏ..
-ଏକବିଂଶ ଶତାବ୍ଦୀରେ ଭାରତର ଅଦ୍ଭୁତପୂର୍ବ ବିକାଶ ହୋଇଛି
-ଅର୍ଥନୀତିରେ ୧୦ମରୁ ୫ମ ସ୍ଥାନକୁ ଉଠିଛୁ, ଖୁବଶୀଘ୍ର ୩ୟ ସ୍ଥାନକୁ ଉନ୍ନୀତ ହେବୁ ବୋଲି କହିଲେ ପ୍ରଧାନମନ୍ତ୍ରୀ..

୧୨ ବର୍ଷ ପରେ.. ମକର ସଂକ୍ରାନ୍ତିରେ ଦୁର୍ଲ୍ଲଭ ଯୋଗ, ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, ହେବ ବିବାହ..

ରସୁଲଗଡ଼-ବାଣୀବିହାର ଓଭରବ୍ରିଜରେ ପୁଲିସ ମିତ୍ରଙ୍କ ମୁଣ୍ଡ କାଟି ହତ୍ୟା ମାମଲା, ଅଭିଯୁକ୍ତଙ୍କୁ ନେଇ କ୍ରାଇମ୍ ସିନ୍ ରିକ୍ରିଏସନ କଲା ପୁଲିସ, ଗତକାଲି ନୟାଗଡ଼ ଶରଣକୂଳରୁ ଗିରଫ ହୋଇଥିଲେ ୩ ଅଭିଯୁକ୍ତ..

ଢେଙ୍କାନାଳ : ସାନ ଭାଇର କଟୁରୀ ଚୋଟରେ ବଡ ଭାଇର ମୃତ୍ୟୁ..

ଛତିଶଗଡ଼ର ସୁକମା-ବିଜାପୁର ସୀମାନ୍ତ ଜଙ୍ଗଲରେ ଗୁଳିବିନିମୟ, ଯବାନଙ୍କୁ ଗୁଳିରେ ୩ ମାଓବାଦୀ ନିପାତ..

ଦେଖନ୍ତୁ ଭିଡିଓ ; କାଶୀ ବିଶ୍ୱନାଥ ମନ୍ଦିରରେ କେମିତି ଗର୍ଭଗୃହକୁ ଖସି ପଡିଲେ ମହିଳା ଶ୍ରଦ୍ଧାଳୁ..

ଭୁବନେଶ୍ୱର : ଜନତା ମଇଦାନରୁ ଭିସିରେ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଜାନୁଆରୀ ୧୩ରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା; ୧୩ରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ୍‌..

ଦେଖନ୍ତୁ ଭିଡିଓ ; ଚମତ୍କାରରୁ କମ୍‌ ନୁହେଁ, ରେଳ ଧାରଣାରେ ମହିଳାଙ୍କ ଉପରେ ଅତିକ୍ରମ କଲା ଦ୍ରୁତଗାମୀ ଟ୍ରେନ୍‌, ତା’ପରେ..

ଖାଲି ମହାକୁମ୍ଭ ନୁହେଁ , ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡିବ ବସ୍ , ଓଡିଶାରୁ ବିଭିନ୍ନ ତୀର୍ଥ ସ୍ଥାନକୁ ବସ୍ ଗଡିବା ନେଇ ପରିବହନ ମନ୍ତ୍ରୀଙ୍କ ସୂଚନା..

ମହାକୁମ୍ଭ ପାଇଁ ଏବେ ଓଡିଶାର ଭୁବନେଶ୍ଵର, ବ୍ରହ୍ମପୁର, ଭବାନୀପାଟଣା ଏବଂ ସମ୍ବଲପୁରରୁ ଗଡିବ ବସ୍..

ବାସ୍ତୁ : ଜାଣନ୍ତୁ.. ଘରେ କଳହର କାରଣ ନୁହେଁ ତ ଏମିତି ପୋଷାକ ଟାଙ୍ଗିବା..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories