www.samajalive.in
Saturday, December 13, 2025
27.1 C
Bhubaneswar

ଷ୍ଟିଲ ପ୍ଲାଣ୍ଟରେ ଡ୍ୟୁଟିବେଳେ ନିଜ ରିଭଲଭରରୁ ମୁଣ୍ଡକୁ ଗୁଳିିମାଡ଼ କଲେ ସିଆରପିଏଫ ଯବାନ

ରାଉରକେଲା: ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଡ୍ୟୁଟିବେଳେ ସେ ନିଜ ରିଭଲଭରରୁ ମୁଣ୍ଡକୁ ଗୁଳିମାଡ଼ କରିଥିଲେ। ଫଳରେ ଗୁରୁତର ଅବସ୍ଥାରେ ତଳେ ପଡ଼ିଯାଇଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ରାଉରକେଲ ଆଇଜିଏଚ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଆଇଜିଏଚ ହସପିଟାଲ ଡାକ୍ତର ମୃତ ଘୋଷଣା କରିଥିଲେ। ସିଆରପିଏଫ ଯବାନ କ’ଣ ପାଇଁ ନିଜନିଜ ରିଭଲଭରରୁ ମୁଣ୍ଡକୁ ଗୁଳିକରିଥିଲେ ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁବରଣ କରିଥିବା ଯବାନଙ୍କ ନାମ ପିକେ ଅଭିନନ୍ଦ ଓ ଘର କେରଳ ରାଜ୍ୟ କନୁରରେ ବୋଲି ଜଣାଯାଇଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories