www.samajalive.in
Monday, December 8, 2025
27.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ପୋଲ ତଳକୁ ଖସିଲା ବସ୍, ଜଣେ ମୃତ
ରଣପୁର ଖଣ୍ଡିସି ଛକ ନିକଟରେ ଭାରସାମ୍ୟ ହରାଇ ବସ୍ ପୋଲ ତଳକୁ ଖସିଲା
ଗୁଣ୍ଠୁଣୀ ଗାଁରୁ ପ୍ରାୟ ୪୦ ଜଣ କାଳିଜାଇ ଦର୍ଶନ କରିବାକୁ ଯାଉଥିଲେ
୩୦ ଜଣ ଆହତ ହୋଇଥିବା ସୂଚନା..

ଛତିଶଗଡରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ
ଛତିଶଗଡ ମହାସମୁନ୍ଦ ଜିଲା ସରେଇପାଲି ଥାନାରେ ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଟକ
ରାତି ୨ଟାରୁ ସମସ୍ତଙ୍କୁ ଅଟକ ରଖାଯାଇଛି
ପୁଲିସର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି କହିଲେ ବିଶାଲ ଦାସ..

- Advertisement -

ରାୟଗଡା: ନିଆଁ ଲାଗି ଲୁଗା ଦୋକାନ ଭସ୍ମୀଭୂତ
କନଭେଟ୍ ସ୍କୁଲ ଛକ ନିକଟ ଏସକେ ମାର୍ଟରେ ଲାଗିଲା ନିଆଁ
୪ ମହଲା ବିଶିଷ୍ଟ ମାର୍ଟରେ ସର୍ଟସର୍କିଟରୁ ଅଗ୍ନିକାଣ୍ଡ
ଜଳିଗଲା ଦୋକାନ ସାମଗ୍ରୀ, ନିଆଁକୁ ଆୟତ୍ତ କଲା ଅଗ୍ନିଶମବାହିନୀ..

ମକର ସଂକ୍ରାନ୍ତି ପରଠାରୁ ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି,ଘର, ହେବେ ଭାଗ୍ୟଶାଳୀ..

ତେଲେଙ୍ଗାନାରେ ବସ୍ ଦୁର୍ଘଟଣା, ୪ ଓଡ଼ିଆ ମୃତ
ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା
ବସ୍ ଡ୍ରାଇଭର ସହ ୩ ଶ୍ରମିକଙ୍କ ମୃତ୍ୟୁ, କିଛି ଶ୍ରମିକ ଆହତ ସୂଚନା
ନୂଆପଡା ସିନାପାଲିରୁ ୩୨ ଜଣଙ୍କୁ ନେଇ ହାଇଦ୍ରାବାଦ ଯାଉଥିଲା ବସ୍..

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories