www.samajalive.in
Sunday, December 14, 2025
26.1 C
Bhubaneswar

ଦାଦନ ଖଟିବାକୁ ଯାଇ ୨ ଯୁବକ ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ବଲାଙ୍ଗୀର : ତାମିଲନାଡୁ ଦାଦନ ଖଟିବାକୁ ଯାଇ ୨ ଯୁବକଙ୍କୁ ମୃତ୍ୟୁ ଘଟିଛି। ଚେନ୍ନାଇ ସେଣ୍ଟ୍ରାଲ ନିକଟ ପେରାମ୍ବର ଷ୍ଟେସନରୁ ମୃତଦେହ ଉଦ୍ଧାର ହୋଇଛି। ୨ ମୃତଦେହ ଉଦ୍ଧାର ନେଇ ତାମିଲନାଡୁ ପୁଲିସ ପକ୍ଷରୁ ସୂଚନା ମିଳିଛି। ମୃତକ ହାତୀଶାଲପଡାର ଉମେଶ ପାଣ୍ଡେ ଓ କୁନୁ ବନ୍‌ଚୁର୍‌ ବୋଲି ଜଣାପଡିଛି। ସେମାନଙ୍କୁ ହତ୍ୟା କରାଯାଇଥିବା ନେଇ ୨ ମୃତକଙ୍କ ପରିବାର ଅଭିଯୋଗ କରିଛନ୍ତି।

ମହାକୁମ୍ଭରେ ୧୪୪ ବର୍ଷ ପରେ ଦୁର୍ଲ୍ଲଭ ସଂଯୋଗ; ଏହି ରାଶିଙ୍କ ଉପରେ ହେବ ଧନବର୍ଷା, ହେବେ ଭାଗ୍ୟଶାଳୀ..

ମକର ସଂକ୍ରାନ୍ତିରେ ରାଶି ଅନୁଯାୟୀ ଏସବୁ କରନ୍ତୁ ଦାନ, ସୂର୍ଯ୍ୟ କରିବେ ଭାଗ୍ୟଶାଳୀ, ମିଳିବ ସୁଖମୟ ଜୀବନ, ଧନ, ରହିବେ ନିରୋଗ..

- Advertisement -

ଚିତାବାଘ ଦେଇ ପାରିବ ୱାର୍କ ଫ୍ରମ୍‌ ହୋମ୍‌ ସୁବିଧା, ନାରାୟଣ ମୂର୍ତ୍ତିଙ୍କର ୭୦ ଘଣ୍ଟା କାମ କରିବା କରିବା ବିବୃତ୍ତିକୁ ନେଇ ସୋସିଆଲ ମିଡିଆରେ ବଢୁଛି ମେମ୍ସ କ୍ରେଜ୍‌..

ଦେଖନ୍ତୁ କୁମ୍ଭୀର ଓ ଜେବ୍ରାର ଭିଡିଓ; କେମିତି ବଞ୍ଚିଲା ଜୀବନ..

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories