www.samajalive.in
Sunday, December 7, 2025
23.1 C
Bhubaneswar

ପ୍ରତି ମାସରେ ହେବ ପଥୋତ୍ସବ

ଭୁବନେଶ୍ଵର : ଏଣିକି ବର୍ଷ ସାରା ହେବ ପଥୋତ୍ସବ। ଏ ନେଇ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି ବର୍ଷକୁ ୧୨ଟି ଅର୍ଥାତ୍ ପ୍ରତି ମାସରେ ଗୋଟିଏ ପଥୋତ୍ସବ କରାଯିବ। ଶୀତ ଦିନରେ ପ୍ରତି ସପ୍ତାହରେ ପଥୋତ୍ସବ  କରାଯିବ। ଏ ନେଇ ବିଭାଗ ଖୁବ୍ ଶୀଘ୍ର ନିଷ୍ପତ୍ତି ନେବ। ଆଜି ଭୁବନେଶ୍ଵର ଜାଗମରାରେ ପଥୋତ୍ସବ ଅନୁଷ୍ଠିତ ହୋଇଥିଲା। ଶୀତୁଆ ସକାଳରେ ନାଚ ଗୀତରେ ମସଗୁଲ ହୋଇଥିଲେ ରାଜଧାନୀବାସୀ। ଗୀତ ସାଙ୍ଗକୁ ସମ୍ବଲପୁରୀ ଓ ଓଡିଶୀ ନୃତ୍ୟର ଆସର ଦେଖିବାକୁ ମିଳିଥିଲା।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories