www.samajalive.in
Saturday, December 13, 2025
26.1 C
Bhubaneswar

ଭ୍ୟାନ୍ ଧକ୍କାରେ ଦମ୍ପତି ମୃତ

କରଞ୍ଜିଆ : ଏକ କୁକୁଡା ବୋଝେଇ ଭ୍ୟାନ୍ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି । ୫୩ ନଂ ରାଜ୍ୟ ରାଜପଥ କେନ୍ଦୁମୁଣ୍ଡି ଜଙ୍ଗଲ ପାଖରେ ଏମିତି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକରେ ଦମ୍ପତି ଗଲାବେଳେ ଏକ କୁକୁଡା ବୋଝେଇ ଭ୍ୟାନ୍ ଧକ୍କା ଦେବାରୁ ଘଟଣାସ୍ଥଳରେ ସ୍ବାମୀ-ସ୍ତ୍ରୀଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ପୁଲିସ ପହଞ୍ଚି ବୁଝାସୁଝା କରୁଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories