www.samajalive.in
Monday, December 15, 2025
16.1 C
Bhubaneswar

ସୋମବାର ‘ଆୟୁଷ୍ମାନ ଭାରତ’ ଏମଓୟୁ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର(ଏମଓୟୁ) ସ୍ଵାକ୍ଷରିତ ହେବ। ସୋମବାର ଏହି ଏମଓୟୁ ସ୍ଵାକ୍ଷର କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ଦିନ ଦିଲ୍ଲୀ ଯାଇ ଏମଓୟୁ ସ୍ଵାକ୍ଷର କରିବେ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ବୁଝାମଣାପତ୍ର ସ୍ଵାକ୍ଷରିତ ହେବ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories