www.samajalive.in
Saturday, December 13, 2025
27.1 C
Bhubaneswar

ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଖୋର୍ଦ୍ଧା : ଯୁବକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି। ଏହି ଘଟଣା ଖୋର୍ଦ୍ଧା ଜିଲା ବେଗୁନିଆ ସିମର ଅଞ୍ଚଳରେ ଘଟିଛି। ଦୁର୍ବୃତ୍ତ ଯୁବକଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବା ପରେ ଫେରାର ହୋଇଯାଇଛି। ଦୁର୍ବୃତ୍ତ ନିଜେ ହତ୍ୟାକାଣ୍ଡ ଘଟାଇଥିବା କାନ୍ଥରେ ଲେଖିଥିବାର ସୂଚନା ମିଳିଛି। ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories