www.samajalive.in
Monday, December 8, 2025
14.1 C
Bhubaneswar

‘ସମାଜ’ରେ ନିଯୁକ୍ତି ସୁଯୋଗ; ଆସନ୍ତାକାଲି ସାକ୍ଷାତକାର

ଭୁବନେଶ୍ୱର : ଦୈନିକ ଖବର କାଗଜ ‘ସମାଜ’ର ଡିଜିଟାଲ ୱିଙ୍ଗ୍‌ ପାଇଁ କଟକ ବକ୍ସି ବଜାର ସ୍ଥିତ ଗୋପବନ୍ଧୁ ଭବନରେ ୧୪ ଜାନୁଆରୀ ୨୦୨୫ ଅର୍ଥାତ୍‌ ମଙ୍ଗଳବାର ଦିନ ୱାକ୍‌ ଇନ୍‌ ଇଣ୍ଟରଭ୍ୟୁ ଅନୁଷ୍ଠିତ ହେବ। ‘କ୍ୟାମେରା ମ୍ୟାନ୍‌’ ପଦବୀ ପାଇଁ ସମୟ ୧୧ଟାରୁ ଇଣ୍ଟରଭ୍ୟୁ କାର୍ଯ୍ୟ ଆରମ୍ଭ ହେବ। ଇଣ୍ଟରଭ୍ୟୁରେ ଯୋଗ ଦେବା ପାଇଁ ୦୬୭୧ ୨୩୦ ୧୬୯୭ରେ ନମ୍ବରରେ ଯୋଗାଯୋଗ କରନ୍ତୁ।

୧୪୪ ବର୍ଷ ପରେ ୧୩ ଜାନୁଆରୀ ପୌଷ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ: ଆଜି ଠାରୁ ଏହି ରାଶି ହେବେ ମାଲାମାଲ୍‌,ମା’ଲକ୍ଷ୍ମୀ କରିବେ ଧନବର୍ଷା, ବଦଳିଯିବ ଭାଗ୍ୟ..

- Advertisement -

 

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories