www.samajalive.in
Sunday, December 14, 2025
17.1 C
Bhubaneswar

‘ନାଗ ଏମକେ’ ୨ ମିସାଇଲର ସଫଳ ପରୀକ୍ଷଣ

ପୋଖରଣ : ଭାରତ ଲଗାତର ନିଜ ସୈନ୍ୟ ଶକ୍ତି ବୃଦ୍ଧି କରୁଛି । ଏହା ମଧ୍ୟରେ ଭାରତୀୟ ସେନା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ତୃତୀୟ ଜେନେରେସନର ଆଣ୍ଟି ଟ୍ୟାଙ୍କ ଫାୟର-ଏଣ୍ଡ୍-ଫରଗେଟ୍ ଗାଇଡେଡ୍ ମିସାଇଲ(ଏଟିଜିଏମ୍) ନାଗ ଏମକେ ୨ର ସଫଳତାପୂର୍ବକ ପରୀକ୍ଷଣ କରିଛି । ରାଜସ୍ଥାନର ଜୈସଲମୈର ଜିଲାର ପୋଖରଣରେ ଫାୟାରିଂ ରେଞ୍ଜରେ କରାଯାଇଛି । ନାଗ ମିସାଇଲ କ୍ୟାରିୟର ଭର୍ସନ-୨ର ମଧ୍ୟ ଫିଲ୍ଡ ପରୀକ୍ଷଣ କରାଯାଇଛି । ପ୍ରତି ଥର ଏହି ମିସାଇଲରେ କିଛି ନୂଆ ଯୋଡାଯାଏ ଯାହା ପରେ ଏହାର ପରୀକ୍ଷଣ କରାଯାଏ । ପୂର୍ବରୁ ୨୦୧୭, ୨୦୧୮, ୨୦୧୯, ୨୦୨୦ ଓ ୨୦୨୩ ଓ ୨୦୨୪ରେ ଅଲଗା ଅଲଗା ଉପାୟରେ ନାଗ ମିସାଇଲର ପରୀକ୍ଷଣ କରାଯାଇଛି ଏବଂ ସମସ୍ତ ପରୀକ୍ଷଣ ସଫଳ ମଧ୍ୟ ହୋଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories