www.samajalive.in
Sunday, December 14, 2025
26.1 C
Bhubaneswar

ବିବାଦରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

ଭୁବନେଶ୍ଵର : ମକର ସଂକ୍ରାନ୍ତି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ। ଗତକାଲି ରାତି ୮ଟା ୩୦ରୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଛି। ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ବଡୁ ସେବାୟତ ଏବଂ ମହାସୁଆରଙ୍କ ମଧ୍ୟରେ ବିବାଦ ଉପୁଜିଛି। ବଡୁ ସେବାୟତ ବାରମ୍ବାର ମନମୁଖୀ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ ହେବା ପରେ ମହାସୁଆରଙ୍କ ଦ୍ଵାରା କ୍ଷୀର ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ। ମକର ସଂକ୍ରାନ୍ତି ନିମନ୍ତେ ଘୃତ କମଳ ଲାଗି ହୁଏ। କିନ୍ତୁ ପୁର୍ନବାର ବଡୁ ସେବାୟତ ଏକା ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ। ଯେଉଁଥିଲାଗି ମହାପ୍ରଭୁ ଶ୍ରୀଲିଙ୍ଗରାଜ ଗତକାଲି ସନ୍ଧ୍ୟାରୁ ମକର ମଣ୍ଡପରେ ବସି ରହିଛନ୍ତି। କୌଣସି ନୀତିକାନ୍ତି ହୋଇଛି ନା ଦିଅଁ ଦକ୍ଷିଣ ଦ୍ଵାରକୁ ବିଜେ କରିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories