www.samajalive.in
Tuesday, December 9, 2025
23.1 C
Bhubaneswar

ସିବିଆଇ ଜାଲରେ ହାଲ କର୍ମଚାରୀ

ଭୁବନେଶ୍ବର : ହାଲ ସୁନାବେଢାର ବରି​‌ଷ୍ଠ ଅଧିକାରୀଙ୍କ ନାଁରେ ସିବିଆଇ ମାମଲା କରାଯାଇଛି। ହାଲର ବରିଷ୍ଠ ପ୍ରବନ୍ଧକଙ୍କ ହେଉଛନ୍ତି ଭୂପେନ ମୈତ୍ରୀ। ତାଙ୍କ ନାମରେ ୧୩କୋଟି ଟଙ୍କାର ହେରଫେର ନେଇ ସିବିଆଇ ମାମଲା କରାଯାଇଛି। ମୈତ୍ରୀଙ୍କ ସମେତ ଅନ୍ୟ କିଛି ହାଲ କର୍ମଚାରୀଙ୍କ ନାମରେ ମଧ୍ୟ ମାମଲା ରୁଜୁ କରାଯାଇଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories