www.samajalive.in
Saturday, December 6, 2025
19.1 C
Bhubaneswar

ଦେଖନ୍ତୁ ଭିଡିଓ ; ପୁଣି ଟ୍ରେନ୍‌ ଦୁର୍ଘଟଣା, ତାମିଲନାଡୁରେ ଯାତ୍ରୀବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ : ତାମିଲନାଡୁର ଭିଲ୍ଲୁପୁରମ ରେଳ ଷ୍ଟେସନ ନିକଟରେ ମଙ୍ଗଳବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଖବର ପାଇ ରେଲୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।
ମିଳିଥିବା ସୂଚନାନୁଯାୟୀ, ଟ୍ରେନ୍‌ ବଗି ଲାଇନଚ୍ୟୁତ ହେବା ପରେ ତୁରନ୍ତ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଏଥିରେ କୌଣସି ଜୀବନହାନୀ ହୋଇ ନାହିଁ । ଟ୍ରେନ୍‌ ବଗି ଲାଇନଚ୍ୟୁତ ହେବାର କାରଣ ଏଯାଏଁ ସ୍ପଷ୍ଟ ହୋଇ ନାହିଁ। ବର୍ତ୍ତମାନ ରେଳ ଧାରଣା କାମ ଜାରି ରହିଛି। ଲାଇନଚ୍ୟୁତ ହେବାର ଶବ୍ଦ ଶୁଣି ପାଇଲଟ୍‌ ଟ୍ରେନ୍‌କୁ ସଠିକ୍‌ ସମୟରେ ଅଟକାଇ ଦେଇଥିଲେ। ଫଳରେ ଏକ ବଡ ଅଘଟଣରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଟ୍ରେନ୍‌ ରହିବା ପରେ ସମସ୍ତ ଯାତ୍ରୀ ସୁରକ୍ଷିତ ଓହ୍ଲାଇ ପଡିଥିଲେ। ଏହି ଦୁର୍ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଛି।

ମକର ସଂକ୍ରାନ୍ତି : ସୂର୍ଯ୍ୟ କଲେ ରାଶି ପରିବର୍ତ୍ତନ, ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ..

- Advertisement -

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories