www.samajalive.in
Sunday, December 7, 2025
18.1 C
Bhubaneswar

ବନକଲାଗି ନୀତି ; ବୁଧବାର କାଳିଆ ଦର୍ଶନ ବନ୍ଦ

ପୁରୀ :ବୁଧବାର ଜାନୁଆରୀ ତା୧୫.୦୧.୨୦୨୫ରିଖ ମାଘ କୃଷ୍ଣ ଦ୍ୱିତୀୟା ତିଥି ଅବସରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ମକର ସଂକ୍ରାନ୍ତି : ସୂର୍ଯ୍ୟ କଲେ ରାଶି ପରିବର୍ତ୍ତନ, ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ..

ଦେଖନ୍ତୁ ଭିଡିଓ ; ରାସ୍ତାରେ ଯାଉଥିଲା ଜଙ୍ଗଲୀ ହାତୀ ,ବାରମ୍ବାର ହଇରାଣ କଲେ ଯୁବକ, ତା’ପରେ..

- Advertisement -

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories