www.samajalive.in
Sunday, December 14, 2025
26.1 C
Bhubaneswar

ଘନ କୁହୁଡି ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଘନ କୁହୁଡି ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୭ ତାରିଖରୁ ଶୀତ ବଢିବା ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ତେବେ ୧୬ ତାରିଖ ପର୍ଯ୍ୟନ୍ତ ୩ ଜିଲା କଳାହାଣ୍ଡି, କନ୍ଧମାଳ ଓ  ଭଦ୍ରକ ଜିଲାକୁ ଘନ କୁହୁଡି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories