www.samajalive.in
Sunday, December 14, 2025
19.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା.. ଯାତ୍ରା କମିଟି ସଦସ୍ୟ ଓ କମିଶନରେଟ ପୁଲିସ ବୈଠକରେ ନିଷ୍ପତ୍ତି..

ମାଟ୍ରିକ୍ ପ୍ରଶ୍ନପତ୍ରରେ ରହିବ ବାରକୋଡ୍.. ଦଶମ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବୋର୍ଡର ପଦକ୍ଷେପ..

- Advertisement -

କଠୋର ହେଲା ବିସିସିଆଇ.. ବଦଳିଲା ନିୟମ.. ବିଦେଶ ଗସ୍ତ ସମୟରେ ଖେଳାଳିଙ୍କ ପରିବାରର ରହିବା ଉପରେ କଟକଣା ଜାରି.. ୪୫ ଦିନ କିମ୍ବା ତା’ଠାରୁ ଅଧିକ ସମୟର ଗସ୍ତ ସମୟରେ କ୍ରିକେଟରଙ୍କ ପତ୍ନୀ ଓ ପରିବାରକୁ ସର୍ବାଧିକ ୧୪ ଦିନ ସାଥିରେ ରହିବାକୁ ଅନୁମତି..

୧୬ ତାରିଖ ପର୍ଯ୍ୟନ୍ତ କୁହୁଡି ପାଇଁ ୩ ଜିଲାକୁ ୟେଲୋ ୱାର୍ଣ୍ଣିଂ.. କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକ ଜିଲାକୁ ଘନ କୁହୁଡି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି..

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୬ ଯବାନ ଆହତ.. ଜମ୍ମୁ-କାଶ୍ମୀର ରଜୌରୀ ଜିଲାର ନୌଶେରା ସେକ୍ଟରରେ ନିୟନ୍ତ୍ରଣ ରେଖା ନିକଟରେ ଲ୍ୟାଣ୍ଡମାଇନ ବିସ୍ଫୋରଣ.. ଯବାନଙ୍କ ପାଟ୍ରୋଲିଂ ସମୟରେ ଘଟିଛି ବିସ୍ଫୋରଣ..

ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି.. ବୁଧବାର ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ.. ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଜଗା ଦଶର୍ନ..

 

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories