www.samajalive.in
Sunday, December 14, 2025
23.1 C
Bhubaneswar

ନିଖୋଜର ୪୮ ଘଣ୍ଟା ପରେ ଯୁବତୀ ଉଦ୍ଧାର

ସମାଜଡେସ୍କ : ବରଗଡ଼ ଧନୁଯାତ୍ରା ଦେଖିବାକୁ ଯାଇ ନିଖୋଜ ଯୁବତୀ ଉଦ୍ଧାର ହୋଇଛନ୍ତି । ନିଖୋଜର ୪୮ ଘଣ୍ଟା ପରେ କୁର୍ଲା ଜଙ୍ଗଲରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେବା ପରେ ବୁର୍ଲା ମେଡିକାଲରେ ଚିକିତ୍ସାଧିନ ଅଛନ୍ତି ଯୁବତୀ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ସହ ଶରୀରରେ କ୍ଷତ ଚିହ୍ନ ରହିଛି । ୧୨ ତାରିଖରେ ଧନୁଯାତ୍ରା ଦେଖିବାକୁ ଯାଇ ସେ ନିଖୋଜ ହୋଇଯାଇଥିଲେ । ତାଙ୍କୁ ଦୁଷ୍କର୍ମ କରି ହତ୍ୟା ଉଦ୍ୟମ କରାଯାଇଥିବା ସନ୍ଦେହ କରାଯାଉଛି । ପରିବାରଲୋକେ ତୁରନ୍ତ ଏହାର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories