www.samajalive.in
Sunday, December 7, 2025
23.1 C
Bhubaneswar

୧୭ରୁ ପୁଣି ବଢିବ ଶୀତ: କିଛି ଜିଲ୍ଲାକୁ ଘନ କୁହୁଡି ସତର୍କତା

ଭୁବନେଶ୍ଵର: ରାଜ୍ୟରେ ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ଶୀତ ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୭ ତାରିଖ ପରଠାରୁ ତାପମାତ୍ରା କମିବା ସହ ଶୀତ ବଢିବ। ସ୍ଵାଭାବିକ ଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବା ନେଇ ସୂଚନା ମିଳିଛି। ଆସନ୍ତା ଦୁଇ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଅନ୍ୟପଟେ ୧୬ ତାରିଖ ଯାଏଁ ଘନ କୁହୁଡି ନେଇ କିଛି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷ କରି ୩ ଜିଲ୍ଲା ଅଧିକ କୁହୁଡି ଦୃଶ୍ୟମାନ ହେବ। କଳାହାଣ୍ଡି , କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାକୁ ସତର୍କ କରାଯାଇଛି। ଏସବୁ ଜିଲ୍ଲା ରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ କ୍ଷମତା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories