୩ ବ୍ୟବସାୟୀଙ୍କୁ ଠେଙ୍ଗାରେ ପିଟି ୧୫ ଲକ୍ଷ ଟଙ୍କା ଲୁଟ୍‌

ଉମରକୋଟ : ୩ ବ୍ୟବସାୟୀଙ୍କୁ ମାଡ ମାରି ୧୫ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ରାଇଘର ଥାନା ଛତାବେଡା ସାପ୍ତାହିକ ହାଟକୁ ଯିବା ବେଳେ ବ୍ୟବସାୟୀ ଲୁଟ୍‌ର ଶିକାର ହୋଇଥିବା ଅଭିଯୋଗ ହୋଇଛି । ୩ ବ୍ୟବସାୟୀଙ୍କ ଠାରୁ ୧୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ସେମାନେ ଥାନାରେ ଅଭିଯୋଗ କରିଛନ୍ତି। ପ୍ରାୟ ୮ ଜଣ ଦୁର୍ବୃତ୍ତ ଠେଙ୍ଗାରେ ପିଟି ପିଟି ବ୍ୟବସାୟୀଙ୍କ ଠାରୁ ଟଙ୍କା ଛଡାଇ ନେଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

୧୮ ବର୍ଷ ପରେ ଏକାଠି ହେବେ ଶୁକ୍ର-ରାହୁ: ଏହି ୩ ରାଶିଙ୍କ ଉପରେ ହେବ ଧନ ବର୍ଷା, ବିବାହ,ଖୋଲିବ ବନ୍ଦ ଭାଗ୍ୟର ତାଲା..

prayash

ଦେଖନ୍ତୁ ଭିଡିଓ; ଜ୍ୱାଇଁଙ୍କ ପାଇଁ ଭବ୍ୟ ଆୟୋଜନ, ପରଷା ଗଲା ୪୬୫ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନ

kalyan agarbati

Comments are closed.