www.samajalive.in
Sunday, December 14, 2025
16.1 C
Bhubaneswar

୪୭ ବର୍ଷ ପରେ ବଦଳିଲା କଂଗ୍ରେସ ଠିକଣା, ଇନ୍ଦିରା ଭବନ ଉଦ୍‌ଘାଟିତ

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ୪୭ ବର୍ଷ ପରେ କଂଗ୍ରେସର ଠିକଣା ବଦଳିଛି। ବୁଧବାର ନୂଆ ଘରେ ଗୃହ ପ୍ରବେଶ କରିଛି ଦଳ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର ରୋଡରେ ଥିଲା। ଦଳର ନୂତନ ମୁଖ୍ୟାଳୟକୁ ଆଜି ଉଦଘାଟନ କରିଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ। ନୂଆ କାର୍ଯ୍ୟାଳୟର ନାମ ଇନ୍ଦିରା ଭବନ ରଖାଯାଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ, ସାଂସଦ ରାହୁଲ ଗାନ୍ଧୀ, ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories