www.samajalive.in
Sunday, December 14, 2025
19.1 C
Bhubaneswar

ଶ୍ରୀମନ୍ଦିର ରତ୍ନସିଂହାସନ ନିକଟରେ ଟଳିପଡ଼ିଲେ ସେବାୟତ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜଗନ୍ନାଥଙ୍କ ଘର ଦୋଳମଣ୍ଡପ ସାହିରେ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories