www.samajalive.in
Monday, December 15, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ତୁଟିଲା ବିବାଦ.. ଆରମ୍ଭ ହେବ ଲିଙ୍ଗରାଜଙ୍କ ନୀତିକାନ୍ତି.. ବୈଠକ ପରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରାଣାଙ୍କ ସୂଚନା..

ଶ୍ରୀମନ୍ଦିରରେ ଟଳି ପଡ଼ିଲେ ସୁଆରବଡୁ ସେବାୟତ.. ଦ୍ବିପ୍ରହର ଧୂପ ପାଇଁ ପାଣି ପକାଉଥିବାବେଳେ ଟଳି ପଡ଼ିଲେ ଜଗା ସୁଆରବଡୁ.. ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର..

- Advertisement -

ବିବାଦୀୟ ମନ୍ତବ୍ୟ ଦେଇ ପୁଣି ଚର୍ଚ୍ଚାରେ ରାହୁଲ ଗାନ୍ଧୀ.. ଦିଲ୍ଲୀରେ ନୂଆ ଦଳୀୟ ମୁଖ୍ୟାଳୟ ଉଦଘାଟନ ଅବସରରେ ଉଦବୋଧନ ଦେଇ କହିଲେ- ବିଜେପି, ଆରଏସଏସ ଓ ଭାରତ ବିରୋଧରେ କଂଗ୍ରେସ ଲଢ଼େଇ କରୁଛି..

ବର୍ଦ୍ଧିତ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ.. ଏଣିକି ୧୨ଶହ ନୁହେଁ ମିଳିବ ୩୫୦୦ ଟଙ୍କା.. କେନ୍ଦୁଝରରେ ସାମାଜିକ ବର୍ଦ୍ଧିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ସଭାରେ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ବାଣ୍ଟିଛନ୍ତି..

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଚାଲିବ ମକଦ୍ଦମା.. ଅନୁମତି ଦେଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ..

ବନ୍ଧୁକ ମୁନରେ ଲୁଟିନେଲେ ୧୫ ଲକ୍ଷ.. ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ପଠାନ ସାହିରୁ ବ୍ୟବସାୟୀଙ୍କଠାରୁ ବନ୍ଧୁକ ମୁନରେ ୬ ଜଣ ଲୁଟେରା ଲୁଟିନେଲେ ୧୫ ଲକ୍ଷ ଟଙ୍କା..

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories