www.samajalive.in
Sunday, December 14, 2025
23.1 C
Bhubaneswar

କେନ୍ଦ୍ର କର୍ମଚାରୀଙ୍କୁ ୨୫ ଲକ୍ଷ ଟଙ୍କା ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପୂର୍ବରୁ ମିଳୁଥିବା ୨୦ ଲକ୍ଷ ଟଙ୍କାର ଗ୍ରାଚ୍ୟୁଇଟି ସୀମାକୁ ୨୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତା(ଡିଏ) ୫୦ ପ୍ରତିଶତ ବଢ଼ିବା ପରେ ଗ୍ରାଚ୍ୟୁଇଟି ସୀମା ବଢ଼ିଛି। ୨୦୨୪ ମେ’ ୩୦ରେ ଏନେଇ ସର୍କୁଲାର ଜାରି ହୋଇଥିବାବେଳେ ୨୦୨୪ ଜାନୁଆରୀ ୧ରୁ ଏହା ପିଛିଲା ଭାବେ ଲାଗୁ ହେବ। ତେବେ ଏହି ସଂଶୋଧିତ ଗ୍ରାଚ୍ୟୁଇଟି ପାଇବାକୁ ହେଲେ ସମ୍ପୃକ୍ତ ବ୍ୟକ୍ତି ଦରମା ପାଉଥିବା ପୂର୍ଣ୍ଣକାଳୀନ କର୍ମଚାରୀ ହେବା ଆବଶ୍ୟକ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories