www.samajalive.in
Sunday, December 7, 2025
26.1 C
Bhubaneswar

ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ : ଆଜିଠୁ ପୁଣି ଥରେ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ମକର ସଂକ୍ରାନ୍ତି, ପୁଷ୍ୟାଭିଶେକ ନୀତି ଏଭଳି କିଛି ନୀତି ଏବଂ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଜାନୁଆରୀ ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ମରାମତି କାମକୁ ସ୍ଥଗିତ ରଖାଯାଇଥିଲା। ଆଜିଠୁ ପୁଣିଥରେ ମରାମତି କାମ ଆରମ୍ଭ ହେବ। ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ଯ୍ୟ ଶେଷ ହୋଇଛି । ଏବେ କାନ୍ଥର ମରାମତି ଓ ଯେଉଁ ପଥରରେ ଅଧିକ ଫାଟ ରହିଥିବ, ତାକୁ ପରିବର୍ତ୍ତନ କରାଯିବ । ଚଟାଣ ନୂତନ ଭାବେ ନିର୍ମାଣ ହେବ। ଗତ ୧୭ ତାରିଖରୁ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories