www.samajalive.in
Monday, December 15, 2025
27.1 C
Bhubaneswar

ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା

ରାଜଗାଙ୍ଗପୁର: ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ଷ୍ଟକ ରଖାଯାଉଥିବା କୋଇଲା ହପ୍ପର ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। କୋଇଲା ହପ୍ପର ଭୁଶୁଡ଼ି ପଡ଼ିବାରୁ ୩ରୁ୪ ଶ୍ରମିକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାକୁ ନେଇ କାରଖାନା ବାହାରେ ଚାପା ଉତ୍ତେଜନା ଲାଗି ରହିଥିବା ଜଣାପଡ଼ିଛି।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories