www.samajalive.in
Sunday, December 14, 2025
16.1 C
Bhubaneswar

ଓଡ଼ିଶା ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ବର : ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି । ୧୧ଟା ୪୫ରେ ପହଞ୍ଚିବା ପରେ ଅପରାହ୍ନ ୨ଟାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ । ୪ଟାରେ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି । ତାଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଭୁବନେଶ୍ବରରେ ୪୦ ପ୍ଲାଟୁନ୍ ଫୋର୍ସ ମୁତୟନ ସହ ଅନେକ ରୁଟରେ ସର୍ବସାଧାରଣ ଯିବା ଆସିବା ଉପରେ କଟକଣା ଜାରି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories