www.samajalive.in
Monday, December 15, 2025
17.1 C
Bhubaneswar

‘ସୁଭଦ୍ରା’କୁ ନେଇ ଆସିଲା ବଡ ଖବର; କେଉଁମାନଙ୍କୁ ମିଳିବନି, କେଉଁମାନେ ଜାନୁଆରୀ ଶେଷ ସୁଦ୍ଧା କରିବେ ଇ-କେୱାଇସି ଅପଡେଟ୍‌..

ଭୁବନେଶ୍ୱର : ‘ସୁଭଦ୍ରା’କୁ ନେଇ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏଯାବତ୍‌ ସୁଭଦ୍ରାରେ ୧୭ ହଜାର ମହିଳା ପୁଣି ସାମିଲ ହୋଇଛନ୍ତି । ‘ଅପଟ୍‌ ଆଉଟ୍‌ ହୋଇଥିବା ୧୭ ହଜାର ମହିଳା ପୁଣି ଯୋଡି ହୋଇଛନ୍ତି । ୩୧ ହଜାର ଅପଟ୍‌ ଆଉଟ୍‌ ହୋଇଥିଲେ, ୧୭ ହଜାର ମିଶିଛନ୍ତି । ବାକି ଥିବା ୧୪ ହଜାର ମହିଳା ଅପଟ୍‌ ଇନ୍‌ ନ କରିପାରନ୍ତି । ସେମାନେ ଆୟକର ବର୍ଗର ହୋଇଥାଇ ପାରନ୍ତି । ୨ ଲକ୍ଷରୁ ଅଧିକ ଇ-କେୱାଇସି ଅପ୍‌ଡେଟ୍‌ କରି ନାହାନ୍ତି। ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ ଇ-କେୱାଇସି ଅପଡେଟ୍‌ କରିବାକୁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଜିଓର ଖାସ୍‌ ରିଚାର୍ଜ ପ୍ଲାନ୍‌ ; ମାଗଣାରେ ଦେଖିପାରିବେ ‘ପାତାଲ ଲୋକ ୨’, ମିଳିବ ଏସବୁ ସୁବିଧା..

୨୮ ଜାନୁଆରୀରେ ଶୁକ୍ର ଚଳନ ; କେଉଁ ରାଶି ଉପରେ ପଡିବ କି ପ୍ରଭାବ, ହେବ ବିବାହ, ମିଳିବ ହଠାତ୍‌ ଧନ..

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories