www.samajalive.in
Sunday, December 14, 2025
26.1 C
Bhubaneswar

ସ୍ଵତନ୍ତ୍ର ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ଵରରୁ ଶିରିଡ଼ି ଓ ନାସିକକୁ ଗଡ଼ିଲା ତୀର୍ଥଯାତ୍ରୀ ଟ୍ରେନ୍‌। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ରେଳ ଷ୍ଟେସନରେ ସବୁଜ ପତାକା ଦେଖାଇ ବରିଷ୍ଠ ନାଗରିକଙ୍କ ପାଇଁ ଉଦ୍ଦିଷ୍ଟ ଭୁବନେଶ୍ବର-ଶିରିଡ଼ି-ନାସିକ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି। ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଏହି ଟ୍ରେନ୍ ସେବା ଆରମ୍ଭ ହୋଇଛି। ୬ଟି ଜିଲାରୁ ୮୦୦ ବରିଷ୍ଠ ନାଗରିକ ଏହି ଟ୍ରେନ୍‌ରେ ଯାତ୍ରା କରିଥିବା ଜଣାପଡ଼ିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟ୍ରେନ୍‌ରେ ବସି ତୀର୍ଥଯାତ୍ରୀମାନଙ୍କ ସହ କଥାବାର୍ତ୍ତା କରିଥିବା ଦେଖିବାକୁ ମିଳିଛି।

 

- Advertisement -

 

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories