www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର ରେଳ ଷ୍ଟେସନଠାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅନ୍ତର୍ଗତ ଶିରିଡ଼ି ଓ ନାସିକ ପାଇଁ ତୀର୍ଥ ଯାତ୍ରା ଟ୍ରେନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ..

ସୈଫ୍‌ଙ୍କୁ ଛୁରାମାଡ; ସନ୍ଦିଗ୍ଧ ଯୁବକ ଗିରଫ, ମୁମ୍ବାଇ ପୁଲିସ୍‌ର ସ୍ପେଶାଲ ଟିମ୍‌ ଗିରଫ କରିଛି..

- Advertisement -

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ମନୁ ଭାକର, ଡି. ଗୁକେଶ, ହରମନପ୍ରୀତ ସିଂହ, ପ୍ରବୀଣ କୁମାର ଖେଳରତ୍ନରେ ସମ୍ମାନିତ..

‘ସୁଭଦ୍ରା’କୁ ନେଇ ଆସିଲା ବଡ ଖବର, ୧୭ ହଜାର ମହିଳା ପୁଣି ଯୋଡି ହୋଇଛନ୍ତି, ୩୧ ହଜାର ଅପଟ୍‌ ଆଉଟ୍‌ ହୋଇଥିଲେ, ୧୭ ହଜାର ମିଶିଛନ୍ତି..

୨୮ ଜାନୁଆରୀରେ ଶୁକ୍ର ଚଳନ ; କେଉଁ ରାଶି ଉପରେ ପଡିବ କି ପ୍ରଭାବ, ହେବ ବିବାହ, ମିଳିବ ହଠାତ୍‌ ଧନ..

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସିଙ୍ଗାପୁର ରାଷ୍ଟ୍ରପତି
ସୁରକ୍ଷା ବ୍ୟବସ୍ଥା ପାଇଁ ଭୁବନେଶ୍ବରରେ ୪୦ ପ୍ଲାଟୁନ୍ ଫୋର୍ସ..

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ ଝଟକା, ଦୁର୍ନୀତି ମାମଲାରେ ତାଙ୍କୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ, ଇମ୍ରାନ୍‌ଙ୍କ ପତ୍ନୀ ବୁସ୍‌ରା ବିବିଙ୍କୁ ମଧ୍ୟ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ..

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ଚଢ଼ାଉ..

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି
ମାସିକ ପାରିଶ୍ରମିକ ୧୬ ହଜାର ଟଙ୍କାକୁ ବୃଦ୍ଧି..

ଉପକୃତ ହେବେ ୧୩ ହଜାର ୭୪୦ ଶିକ୍ଷକ
ପୂର୍ବରୁ ୧୧,୧୦୦ ଟଙ୍କା ପାରିଶ୍ରମିକ ମିଳୁଥିଲା..

ଜିଓର ଖାସ୍‌ ରିଚାର୍ଜ ପ୍ଲାନ୍‌ ; ମାଗଣାରେ ଦେଖିପାରିବେ ‘ପାତାଲ ଲୋକ ୨’, ମିଳିବ ଏସବୁ ସୁବିଧା..

ଦେଖନ୍ତୁ ଭିଡିଓ ; ନାଗକୁ ମାରିବା ପରେ ନେଉଳର ପିଛା ଛାଡିଲାନି ନାଗୁଣୀ, ୨୪ ଘଣ୍ଟା ଯାଏଁ..

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories