www.samajalive.in
Monday, December 15, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ରାସ୍ତାରେ ଅଟକିଥିବା ବସକୁ ଧକ୍କା ଦେଲା କାର.. ଚାଲିଗଲା ୯ ଜୀବନ.. ମହାରାଷ୍ଟ୍ରର ପୁଣେଠାରୁ ୮୦ କିମି ଦୂର ନାରାୟଣଗାଓଁ ନିକଟ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା..

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ମିଳିଛି ବଡ ଝଟକା.. ଦୁର୍ନୀତି ମାମଲାରେ ତାଙ୍କୁ ୧୪ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ.. ଇମ୍ରାନ୍‌ଙ୍କ ପତ୍ନୀ ବୁସ୍‌ରା ବିବିଙ୍କୁ ମଧ୍ୟ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ..

- Advertisement -

‘ସୁଭଦ୍ରା’କୁ ନେଇ ଆସିଲା ବଡ ଖବର.. ୧୭ ହଜାର ମହିଳା ପୁଣି ଯୋଡି ହୋଇଛନ୍ତି.. ୩୧ ହଜାର ଅପଟ୍‌ ଆଉଟ୍‌ ହୋଇଥିଲେ, ୧୭ ହଜାର ମିଶିଛନ୍ତି..

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ଚଢ଼ାଉ..

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ମନୁ ଭାକର, ଡି. ଗୁକେଶ, ହରମନପ୍ରୀତ ସିଂହ, ପ୍ରବୀଣ କୁମାର ଖେଳରତ୍ନରେ ସମ୍ମାନିତ..

ସୈଫ୍‌ଙ୍କୁ ଛୁରାମାଡ ଘଟଣା.. ସନ୍ଦିଗ୍ଧ ଯୁବକ ଗିରଫ.. ମୁମ୍ବାଇ ପୁଲିସ୍‌ର ସ୍ପେଶାଲ ଟିମ୍‌ ଗିରଫ କରିଛି..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories