www.samajalive.in
Monday, December 15, 2025
24.1 C
Bhubaneswar

୩୧ରୁ ବଜେଟ ଅଧିବେଶନ, ୨ଟି ପର୍ଯ୍ୟାୟରେ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର: ୩୧ ଜାନୁଆରୀରୁ ଲୋକସେବା ବଜେଟ ଅଧିବେଶନ ଆରମ୍ଭ ହେବ। ୨ଟି ପର୍ଯ୍ୟାୟରେ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଚାଲିବ। ଫେବୃଆରୀ ୧ ତାରିଖରେ କେନ୍ଦ୍ର ବଜେଟ ଉପସ୍ଥାପନ ହେବ। ବଜେଟର ପ୍ରଥମ ଅଧିବେଶନ ଫେବୃଆରୀ ୧୩ରେ ଶେଷ ହେବ। ଦ୍ୱିତୀୟ ଅଧିବେଶନ ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ଏବଂ ଏପ୍ରିଲ ୪ରେ ସରିବ। ଏହାସହିତ ବଜେଟର ପ୍ରଥମ ଅଧିବେଶନ ଫେବୃଆରୀ ୧୩ରେ ଶେଷ ହେବ ବୋଲି ସୂଚନା ମିଳିଛି।

Hot this week

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

Related Articles

Popular Categories