www.samajalive.in
Monday, December 8, 2025
24.1 C
Bhubaneswar

ରଘୁନାଥଦେବ ଓ ହନୁମାନ ମନ୍ଦିରରୁ ଲକ୍ଷାଧିକ ଟଙ୍କା ଚୋରି

କୃଷ୍ଣପ୍ରସାଦ : ତାଲା ଭାଙ୍ଗି ୨ଟି ମନ୍ଦିରରୁ ସିରିଜ୍‌ ଲୁଟ୍‌ । ଅଣୁଆ ଗାଁର ରଘୁନାଥଦେବ ଓ ହନୁମାନ ମନ୍ଦିରରୁ ଚୋରି ହୋଇଥିବା ଶନିବାର ଜଣାପଡିଛି । ପ୍ରାୟ ୧ ଲକ୍ଷରୁ ଅଧିକ ଟଙ୍କା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ପୁଲିସ, ଡଗ୍‌ ସ୍କ୍ୱାଡ୍‌ ଟିମ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

୨୭ ବର୍ଷ ପରେ ଗୁରୁଙ୍କ ନକ୍ଷତ୍ରରେ ଶନି ଚଳନ; ଏହି ୩ ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

ଦେଖନ୍ତୁ ଭିଡିଓ; ବାଘ ଆକ୍ରମଣରୁ କେମିତି ବଞ୍ଚିଲା ନାବାଳକର ଜୀବନ, ବଳଦକୁ ବି କଲା ଆକ୍ରମଣ..

- Advertisement -

 

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories