www.samajalive.in
Monday, December 8, 2025
27.1 C
Bhubaneswar

ଘରେ କଳା କନା ବୁଲାଇଲେ, ଇମିଟେସନ୍‌ ରଖି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା ଲୁଟ୍‌..

ଉଦଳା : ମୟୁରଭଞ୍ଜ ଉଦଳା ଥାନା ବୃନ୍ଦାଗଡି ଗାଁରେ ଜଣଙ୍କ ଘରେ କଳାକନା ବୁଲାଇଛନ୍ତି ଲୁଟେରା। ଦୁର୍ବୃତ୍ତମାନେ ପ୍ରାୟ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍‌ କରିଥିବା ବେଳେ ୪୫ ହଜାର ନଗଦ ଟଙ୍କା ମଧ୍ୟ ଲୁଟ୍‌ କରିଛନ୍ତି।
ଗ୍ରାମର ସୁଦାମ କୁମାର ମାଝୀଙ୍କ ଘରୁ ଏହି ଲୁଟ୍‌ ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ ଲୁଟେରାମାନେ ଘରେ ପଶି ଗଡ୍‌ରେଜ୍‌ ଭାଙ୍ଗି କେବଳ ସୁନା ଜିନିଷ ନେଇ ନକଲି ସୁନା (ଇମିଟେସନ୍‌) ଅଳଙ୍କାର ରଖି ଦେଇଛନ୍ତି ।
ଘରେ ପହଞ୍ଚି ସୁଦାମ ମୁଖ୍ୟ କବାଟ ଭଙ୍ଗାର ଯାଇଥିବା ଦେଖିବାକୁ ପାଇଲେ। ଏହାପରେ ଘରେ ଭିତରେ ଗଡରେଜ୍‌ ଭାଙ୍ଗି ଜିନିଷ ଏଣେତେଣେ ଦେଖି ଲୁଟ୍‌ ହୋଇଥିବା ଜାଣି ଥାନାକୁ ଯାଇ ଏନେଇ ଅଭିଯୋଗ କରିଛନ୍ତି। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

କ’ଣ କହେ ହସ୍ତରେଖା: ଜାଣନ୍ତୁ କେଉଁମାନଙ୍କର ହୋଇଥାଏ ସରକାରୀ ଚାକିରି..

୨୭ ବର୍ଷ ପରେ ଗୁରୁଙ୍କ ନକ୍ଷତ୍ରରେ ଶନି ଚଳନ; ଏହି ୩ ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ..

- Advertisement -

ଆରଜି କର ମେଡିକାଲ; ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ; ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories