www.samajalive.in
Friday, December 12, 2025
16.1 C
Bhubaneswar

ଘରୋଇ ହସ୍ପିଟାଲ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ; ବାପା-ଝିଅ ମୃତ

ମାଲକାନଗିରି : ସ୍ତ୍ରୀର ଚିକିତ୍ସା ପାଇଁ ଯାଉଥିଲେ। ଘରୋଇ ହସ୍ପିଟାଲ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଚାଲିଗଲା ବାପାଝିଅଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଶନିବାର ବିଶାଖାପାଟଣା ନିକଟରେ ଘଟିଛି । ମୃତ ବାପା ଝିଅ ମାଲକାନଗିରି ପଡିଆ ବ୍ଲକ ଏମଭି ୫୫ ଗାଁର ବୋଲି ଜଣାପଡିଛି । ମାଲକାନଗିରିରୁ ୩୦ରୁ ଅଧିକ ରୋଗୀ ଓ ସମ୍ପର୍କୀୟଙ୍କୁ ନେଇ ଯାଉଥିବା ଏହି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ମୃତକ ହେଲେ ସୁବ୍ରତ ରାୟ ଓ ତାଙ୍କ ୩ ବର୍ଷର ଝିଅ । ରାସ୍ତାରେ ଟ୍ରକ୍‌କୁ ଏହି ବସ୍‌ ଧକ୍କା ଦେଇଥିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ଜଣାପଡିଛି ।

ଘରେ କଳା କନା ବୁଲାଇଲେ, ଇମିଟେସନ୍‌ ରଖି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା ଲୁଟ୍‌..

- Advertisement -

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories