www.samajalive.in
Wednesday, December 10, 2025
18.1 C
Bhubaneswar

ସିବିଆଇ ଦ୍ୱାରା ବାପା ନବ ଦାସଙ୍କ ହତ୍ୟାର ତଦନ୍ତ କରାଯାଉ-ଦୀପାଳି

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ପ୍ରସଙ୍ଗରେ ଝିଅ ଦୀପାଳି ଦାସ ପ୍ରତିକ୍ରିୟା ରଖି କହିଛନ୍ତି ଯେ ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏ ସଂକ୍ରାନ୍ତରେ ପରିବାରରେ ଆଲୋଚନା ଚାଲିଛି ଏବଂ ବାପାଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ଲେଖିକି ଜଣାଇବୁ। ତଦନ୍ତକୁ ଆଗକୁ ବଢ଼ାଇବା ପାଇଁ ଆମ ତରଫରୁ ସବୁ ପ୍ରକାର ସହଯୋଗ କରିବୁ। ସିବିଆଇ ତଦନ୍ତରୁ ପ୍ରକୃତ ସତ ସାମ୍ନାକୁ ଆସିବ। ତେଣୁ ବାପା ନବ ଦାସଙ୍କ ତଦନ୍ତ ନିରପେକ୍ଷ ହେବା ଦରକାର ବୋଲି ଦୀପାଳି ପ୍ରକାଶ କରିଛନ୍ତି।

Hot this week

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

Related Articles

Popular Categories