www.samajalive.in
Sunday, December 14, 2025
26.1 C
Bhubaneswar

ବ୍ୟବସାୟୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଧାମରା: ଧାମରା ନିକଟସ୍ଥ ବଇଁଚାଠାରେ ଜଣେ ଯୁବ ବ୍ୟବସାୟୀ ନିଜ ଘରେ ଫାଶି ଦେଇ ଆତ୍ମହତ୍ୟା କରିଛନ୍ତି। ପ୍ରାପ୍ତ ଖବରରୁ ଜଣାଯାଇଛି, ବଇଁଚା ଅଞ୍ଚଳର ଯୁବ ବ୍ୟବସାୟୀ କୃଷ୍ଣ ଜେନା ଜଣେ ଚିଙ୍ଗୁଡି ବ୍ୟବସାୟୀ ଭାବେ ଜଣାଶୁଣା। ଦୀର୍ଘ ୨୦ବର୍ଷ ହେବ ସେ ଏହି ବ୍ୟବସାୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ରବିବାର ସକାଳ ୧୧ଟା ସମୟରେ କୌଣସି କାରଣବଶତଃ ସେ ମାନସିକ ଭାରସାମ୍ୟ ହରାଇ ନିଜ ଶୋଇବା ଘରେ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ଏନେଇ ବାଂଶଡ଼ା ଥାନାରେ ଏକ ଲିିଖିତ ଅଭିଯୋଗ ହୋଇଥିବାବେଳେ କେଉଁ କାରଣରୁ ସେ ଏଭଳି ପଦକ୍ଷେପ ନେଲେ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories