www.samajalive.in
Sunday, December 14, 2025
26.1 C
Bhubaneswar

ମୁହାଁମୁହିଁ ପରେ ଅଟୋ ଓ ବୋଲେରୋ ଓଲଟିଲା, ୩ ଆହତ 

ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ଫାଣ୍ଡି ଅଞ୍ଚଳ ଢେଙ୍କିକୋଟ ବାରାହଟିପୁରା ରାସ୍ତାର ଲଙ୍ଗଳକଣ୍ଟି ନିକଟରେ ଏକ ବୋଲେରୋ ସହ ଅଟୋ ମୁହାଁମୁହିଁ ହେବାରୁ ଦୁଇଟି ଯାକ ଗାଡି ରାସ୍ତା ଉପରେ ଓଲଟି ପଡିଥିଲେ । ଏହି ଦୁର୍ଘଟଣାରେ ଅଟୋ ଡ୍ରାଇଭର ସମେତ ବୋଲେରୋରେ ଥିବା ୩ଜଣ ଆହତ ହୋଇଛନ୍ତି। ଖବର ପାଇ ଢେଙ୍କିକୋଟ ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଦୁଇ ଗାଡିକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories