www.samajalive.in
Sunday, December 7, 2025
26.1 C
Bhubaneswar

ଚିଲିକାରେ ଆରମ୍ଭ ହେଲା ଡଲଫିନ୍ ଗଣନା

ବ୍ରହ୍ମଗିରି : ଚିଲିକାର ସାତପଡାରେ ଆରମ୍ଭ ହୋଇଛି ଡଲଫିନ୍ ଗଣନା। ୩ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ଆଜି ଭୋର୍ ୬ଟା ଆରମ୍ଭ କରି ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଗଣନା କାର୍ଯ୍ୟ କରାଯିବା ନେଇ ସୂଚନା ରହିଛି। ଏଥିରେ ମୋଟ୍ ୧୮ଟି ଟିମ୍ ସାମିଲ୍ ହୋଇଛନ୍ତି। ସାତପଡାରୁ ୮ଟି ଟିମ୍, ନାର୍ଦାନ୍ ଆଉଟର ଚ୍ୟାନେଲ୍ ଓ ବାଲୁଗାଁରୁ ୧୦ଟି ଟିମ୍ ସେଣ୍ଟ୍ରାଲ୍ ସର୍ଦନ ଚ୍ୟାନେଲରେ ଡଲଫିନ୍ ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories