www.samajalive.in
Monday, December 8, 2025
14.1 C
Bhubaneswar

ଦେଖନ୍ତୁ ଭିଡିଓ ; ଶ୍ମଶାନରେ ରିଲ୍ସ କଲେ ଯୁବତୀ, ତା’ପରେ..

ନୂଆଦିଲ୍ଲୀ : ରିଲ୍ସ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ନିଶାରେ କେତେବେଳେ ଯୁବକ ଯୁବତୀ ଗାଡି ଷ୍ଟଣ୍ଟ କରୁଛନ୍ତି ତ ପୁଣି କେତେବେଳେ ବିପଦପୂର୍ଣ୍ଣ ସ୍ଥାନରେ ଜୀବନ ହାରୁଛନ୍ତି । ରିଲ୍ସ କରିବା ପାଇଁ ଲୋକେ ସ୍ଥାନକାଳ ପାତ୍ର ମଧ୍ୟ ଦେଖୁ ନାହାଁନ୍ତି । ନିକଟରେ ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ଏଭଳି ଏକ ଭିଡିଓ ଭାଇରାଲ୍‌ ହେଉଛି, ଯାହା ସଭିଁଙ୍କୁ ଆଶ୍ଚର୍ଯ୍ୟ ଚକିତ କରୁଛି । ଯୁବତୀ ଜଣକ ଶ୍ମଶାନ ଯାଇ ରିଲ୍ସ କରୁଥିବା ଦୃଶ୍ୟକୁ ଏବେ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଭିଡିଓକୁ ଦେଖି ଲୋକେ ମୁଣ୍ଡରେ ହାତ ଦେଇଛନ୍ତି । ନିଜର ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି ।


ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଏହି ଭିଡିଓରେ ଦେଖିପାରିବେ, ଜଣେ ଯୁବତୀ କିଭଳି ଶ୍ମଶାନରେ ନାଚୁଛନ୍ତି । କିଛି ଲୋକେ ଆଶ୍ଚର୍ଯ୍ୟ ଚକିତ ହେବା ସହ ଅନେକ ମଜାଳିଆ ମତ ମଧ୍ୟ ଦେଇଛନ୍ତି । କିଛି ମୁଣ୍ଡରେ ହାତ ଦେଇଛନ୍ତି । ଭିଡିଓକୁ ଏଯାଏଁ ଲକ୍ଷ ଲକ୍ଷ ଲୋକେ ଦେଖିସାରିଲେଣି ।

ତିରୁମାଳା ମନ୍ଦିର ପରିସରରେ ଅଣ୍ଡା ବିରିୟାନୀ ଖାଉଥିଲେ, ଧରାପଡିଲେ

- Advertisement -

୫୦ ବର୍ଷ ପରେ ଶନିଙ୍କ ନକ୍ଷତ୍ରରେ ଚଳନ କରିବେ ମଙ୍ଗଳ: ଏହି ୩ ରାଶିଙ୍କୁ କରିବେ ଭାଗ୍ୟଶାଳୀ,ବଢିବ ଦରମା ,ମିଳିବ ସୁଖମୟ ଦାମ୍ପତ୍ୟ ଜୀବନ..

ଜାଣନ୍ତୁ କେଉଁ ସମୟରେ ଦେଖୁଥିବା ସ୍ୱପ୍ନ ନିଶ୍ଚୟ ହୁଏ ସତ! ଏହି ସ୍ୱପ୍ନ ଦିଏ ଧନଲାଭର ସଙ୍କେତ..

ହ୍ୱାଟ୍ସଆପ୍‌ ଆଣିଲା ନୂଆ,ଜବରଦସ୍ତ ଫିଚର, ଏବେ ଇନଷ୍ଟା ଭଳି..

ଥରେ ଚାର୍ଜ କଲେ ଗୋଟିଏ ମାସ ଚାର୍ଜ ରଖେ ଏହି ଫୋନ୍‌ ; ୨୦୦ ଏମପି କ୍ୟାମେରା, ଚଟାଣରେ ପିଟିଲେ ବି ଭାଙ୍ଗିବନି..

କୁକୁଡାଙ୍କୁ ଚାଷୀ ଦେଲେ ଦେଶୀ ମଦ, ଆଉ ତା’ପରେ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories