www.samajalive.in
Sunday, December 14, 2025
26.1 C
Bhubaneswar

‘ଗଙ୍ଗାଧର ଗ୍ରନ୍ଥାବଳୀ ‘ପୁସ୍ତକ ଉନ୍ମୋଚିତ    

କଳାପଥର(ବାଙ୍କୀ ) : ବାଙ୍କୀ ବ୍ଲକ ଅନ୍ତର୍ଗତ ପଥୁରିପଡା ଗ୍ରାମର ସ୍ୱର୍ଗତ ଗଙ୍ଗାଧର ଦାସଙ୍କ ‘ଗଙ୍ଗାଧର ଗ୍ରନ୍ଥାବଳୀ’ ପୁସ୍ତକ ସମ୍ମିଳନୀ କକ୍ଷରେ ଉନ୍ମୋଚିତ ହୋଇଛି । ବିଶିଷ୍ଟ ସମାଜସେବୀ ଶରତ ଚନ୍ଦ୍ର ତ୍ରିପାଠୀଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଶା ବିଶ୍ଵବିଦ୍ୟାଳୟ ଡିନ ଡକ୍ଟର ସୁଷେନ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପୁସ୍ତକକୁ ଉନ୍ମୋଚନ କରିବା ସହିତ ପୁସ୍ତକରେ ସ୍ଥାନ ପାଇଥିବା ବିଷୟ ସମ୍ପର୍କରେ ଆଲୋକପାତ କରିଥିଲେ । ଶ୍ରୀ ଜଗନ୍ନାଥ ସଂସ୍କୃତି ଗବେଷକ ଡାକ୍ତର କୃଷ୍ଣ କେଶବ ଶଡ଼ଙ୍ଗୀ ମୁଖ୍ୟ ବକ୍ତା,, ଓଡ଼ିଆ ଭାଷା ସାହିତ୍ୟି ଗବେଷକ ସୀତୁ ପ୍ରକାଶ ରଥ ଏବଂ ଡକ୍ଟର ସରୋଜ ମହାରଣା ସମ୍ମାନିତ ଆତିଥି ଭାବେ ଯୋଗଦେଇ ଉଦବୋଧନ ଦେଇଥିଲେ । ଆବାହକ ରବିନାରାୟଣ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories