www.samajalive.in
Saturday, December 6, 2025
17.1 C
Bhubaneswar

୨ ଦିନ ପରେ କମିବ ଶୀତ: ୩ ଜିଲ୍ଲାକୁ ଘନ କୁହୁଡି ସତର୍କତା

ଭୁବନେଶ୍ବର : ରାଜ୍ୟର ୫ ଟି ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ ରେକର୍ଡ ହୋଇଛି। ରାଜ୍ୟର ଅନ୍ୟ ସହର ଗୁଡିକରେ ରାତି ତାପମାତ୍ରା ୧୫ଡିଗ୍ରୀ ତଳେ ରହିଥିବାରୁ ଶୀତ ଅନୁଭୂତ ହେଉଛି। ଆସନ୍ତା ୨ଦିନ ପରେ ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ସକାଳେ ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, କନ୍ଧମାଳ, ଜଗତସିଂହପୁର ଜିଲାର କିଛି ଅଞ୍ଚଳରେ କୁହୁଡି ଦୃଶ୍ୟମାନ ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା ଏବଂ କନ୍ଧମାଳ ଜିଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories