www.samajalive.in
Sunday, December 14, 2025
26.1 C
Bhubaneswar

ମାମୁଁ ଘରକୁ ଯାଇ ଫେରିଲେନି ବୃଦ୍ଧ, ମୃତଦେହ ଉଦ୍ଧାର କଲା ପୁଲିସ୍

ଜି.ଉଦୟଗିରି :  ମାମୁଁ ଘରକୁ ଯାଇ ଫେରିଲେନି ବୃଦ୍ଧ। ଜି.ଉଦୟଗିରି ବେଲକଟି ଗାଁରେ ଅଭାବନୀୟ ଘଟଣା ଘଟିଛି। ବଲେକଟି ଗାଁ ନିକଟରୁ ଜଣେ ବୃଦ୍ଧଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତକ ରଟିଙ୍ଗିଆ ଗାଁର ଭୁବୁନି ପ୍ରଧାନ ବୋଲି ଜଣାପଡିଛି। ଭୁବୁନି କୌଣସି କାମରେ ଲୋହରିଙ୍ଗିଆ ସ୍ଥିତ
ମାମୁଁ ଘରକୁ ଯାଇଥିବା ବେଳେ ଆଉ ଫେରିନଥିଲେ। ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ। ପରେ  ବେଲକଟି ଗାଁ ନିକଟସ୍ଥ ଏକ ପରିତ୍ୟକ୍ତ ସ୍ଥାନରେ ତାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଜି.ଉଦୟଗିରି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories