www.samajalive.in
Monday, December 8, 2025
27.1 C
Bhubaneswar

ଟମାଟୋ ପପକନ

ଆବଶ୍ୟକ ସାମଗ୍ରୀ
ପପକପ – ୨କପ
ତେଲ – ୨ଚାମଚ
ଟମାଟୋ ସସ – ୨ଚାମଚ
ଗୋଲମରିଚ ଗୁଣ୍ଡ – ଅଳ୍ପ
କଳା ଲୁଣ – ସାମାନ୍ୟ
ପ୍ରସ୍ତୁତି ପ୍ରଣାଳୀ – ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଟମାଟୋ ସସ ପକାଇ ଗୋଳାନ୍ତୁ। ଏହା ପରେ ଏଥିରେ ପପକପ ପକାଇ ଧୀରେ ଧୀରେ ଗୋଳାନ୍ତୁ। ଏବେ ଏଥିରେ ସାମାନ୍ୟ କଳା ଲୁଣ ଓ ଅଳ୍ପ ଗୋଲମରିଚ ଗୁଣ୍ଡ ପକାଇ ଗୋଳାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଟମାଟୋ ପପକନ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories