ପୁରୀ : ଶ୍ରୀମନ୍ଦିରର ଦଇତାପତି ନିଯୋଗ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଏଥିରେ ରବୀନ୍ଦ୍ର ଦାସ ମହାପାତ୍ର ନିଯୋଗର ନୂଆ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ସୂର୍ଯ୍ୟ ନାରାୟଣ ସ୍ୱାଇଁ ମହାପାତ୍ର ଉପସଭାପତି, ଦୁର୍ଗା ପ୍ରସାଦ ଦାସ ମହାପାତ୍ର ନିଯୋଗ ସମ୍ପାଦକ, ଅମିତ ଦାସ ମହାପାତ୍ର ସହସମ୍ପାଦକ ଓ ଚନ୍ଦ୍ରଶେଖର ଦାସ ମହାପାତ୍ର କୋଷାଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି।
Popular Categories



