www.samajalive.in
Sunday, December 7, 2025
23.1 C
Bhubaneswar

ବରଗଡ ବନ୍ଦ: କୋର୍ଟ ଖୋଲିବା ନିଷ୍ପତ୍ତିକୁ ବିରୋଧ, ପୁଲିସ୍ ସହ ଧସ୍ତାଧସ୍ତି

ବରଗଡ: ୧୨ ଘଣ୍ଟିଆ ବରଗଡ ସହର ବନ୍ଦ ପାଳନ ବେଳେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ବରଗଡ କୋର୍ଟ ସମ୍ମୁଖରେ ପୁଲିସ୍ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଆଜି କୋର୍ଟ ଖୋଲିବାବେ​‌ଳେ ଏହାକୁ ବିକ୍ଷୋଭକାରୀ ମାନେ ବିରୋଧ କରିଥିଲେ। ପୁଲିସ୍ ଏମାନଙ୍କୁ ଅଟକାଇବାବେଳେ ପରିସ୍ଥିତି ବିଗିଡିଥିଲା। ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହେବା ଏବଂ କୁର୍ଲା ଜଙ୍ଗଲରୁ ଆହତ ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର ଘଟଣାକୁ ନେଇ ଆଜି ବରଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ତେବେ ପୀଡିତାଙ୍କୁ ନ୍ୟାୟ ଏବଂ ମୁଖ୍ୟ ଅଭିଯୁକ୍ତକୁ ଧରିବା ଦାବିରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବରଗଡର ସମସ୍ତ ଦୋକାନବଜାର ଏବଂ ଗାଡି ମୋଟର ଚଳାଚଳ ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories